Matthew 5
ସତିଅର୍ ବାଟ୍ · Tap a verse to see its cross-references.
ଜିସୁ ଡଙ୍ଗର୍ ଉପ୍ରେଅନି ସିକାଇବାଟା
1ଜିସୁ ଜବର୍ ଲକ୍ମନ୍ ତାର୍ଟାନେ ଆଇବାଟା ଦେକି ଡଙ୍ଗର୍ ଉପ୍ରେ ଜାଇ ବସ୍ଲା । ସିସ୍ମନ୍ ତାକେ ଚାରିବେଡ୍ତି ଗେରି ରଇଲାଇ । 2ସେବେଲେ ଜିସୁ ସେମନ୍କେ ସିକିଆ ଦେଇ କଇବାର୍ ଦାର୍ଲା ।
କେନ୍ତାର୍ ଲକ୍ମନର୍ ନିକ କରମ୍
3“ଜନ୍ ଲକ୍ମନ୍ ଆତ୍ମାଇ କାକୁର୍ତି ଅଇଆଚତ୍, ସେମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।”
4ଦୁକେ ରଇବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ପର୍ମେସର୍ ସେମନର୍ ଦୁକ୍ ସାରାଇସି ।
5ସୁଆଲେ ରଇବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍ ପର୍ମେସର୍ ସପତ୍ କରିରଇବା ବିସଇ ମିଲାଇବାଇ ।
6ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କର୍ବାକେ ଆସା କର୍ବାଇ, ତାକର୍ କେଡେକ୍ ନିକ କରମ୍,
କାଇକେବଇଲେ ପର୍ମେସର୍ ସେମନ୍କେ ସାର୍ଦା କରାଇସି ।
7ବିନ୍ ଲକ୍ମନ୍କେ ଦୟା ଦେକାଇବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍କେ ପର୍ମେସର୍ ଦୟା କର୍ସି ।
8ମନ୍ ବିତ୍ରେ ନିର୍ମଲ୍ ରଇଲା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍କେ ପର୍ମେସରର୍ ଦର୍ସନ୍ ମିଲ୍ସି ।
9ସାନ୍ତିର୍ ପାଇ କାମ୍ କର୍ବା ଲକ୍ମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସେମନ୍ ପର୍ମେସରର୍ ପିଲାଟକି ବଲି ନାମାଇ ଅଇବାଇ ।
10ଜନ୍ ଲକ୍ମନ୍ ପର୍ମେସରର୍ ମନ୍ କଲା ଇସାବେ କାମ୍ କରି ଦୁକ୍ କସ୍ଟ ପାଇବାଇ, ସେମନର୍ କେଡେକ୍ ନିକ କରମ୍,
କାଇକେବଇଲେ ସରଗ୍ ରାଇଜ୍ ତାକର୍ଟା ।
11“ମକେ ବିସ୍ବାସ୍ କର୍ବାର୍ ଲାଗି ତମ୍କେ ଲକ୍ମନ୍ ନିନ୍ଦା ଆରି କସ୍ଟ ଦେବାଇ, ଆରି ଚୁଚାଇ ତମର୍ ବିରୁଦେ ମିଚ୍ କାତା କଇବାଇ, ନିଜ୍କେ କେଡେ କରମର୍ ଲକ୍ ବଲି ମନେ କରା । 12ସାର୍ଦା ଅଇ ସାର୍ଦାଇ ରୁଆ, କାଇକେବଇଲେ ସର୍ଗେ ତମର୍ ପାଇ ବଡ୍ ପୁରୁସ୍କାର୍ ସଙ୍ଗଇଲା ଆଚେ । ମନେରକା ସେନ୍ତାରି ତମର୍ ଆଗ୍ତୁ ରଇଲା ବବିସତ୍ବକ୍ତାମନ୍ ମିସା ଦୁକ୍ପାଇ ରଇଲାଇ ।”
ନୁନ୍ ଆରି ଉଜଲ୍
13“ତମେ ସବୁ ମୁନୁସ୍ ଜାତିର୍ପାଇ ନୁନ୍ ପାରା । ମାତର୍ ନୁନ୍ ଜଦି ସୁଆଦ୍ ଆରାଇସି, ତେବେ ସେଟା କେନ୍ତି କରିଆ ଅଇସି ? ସେଟା ଆରି କାଇ କାମେ ନ ଆସେ, ତେବେ ତାକେ ବାଇରେ ପିଙ୍ଗି ଦେବାଇ ଆରି ସେଟା ଲକ୍ମନ୍ ମାଣ୍ଡି ପାକାଇବାଇ ।”
14ତମେ ଗୁଲାଇ ଜଗତର୍ ପାଇ ଉଜଲ୍ ପାରା । ଜନ୍ ଗଡ୍ ଡଙ୍ଗର୍ ଉପ୍ରେ ତିଆର୍ ଅଇଲାଆଚେ, ସେଟା କେବେ ମିସା ଲୁଚି ରଇ ନାପାରେ । 15କେ ମିସା ବତି ଡସାଇକରି ଆଣ୍ଡିଡାବି ନ ସଙ୍ଗଅତ୍ । ସେଟା ବତିକୁଦ୍ରା ଉପ୍ରେ ସଙ୍ଗଇବାଇ ଆରି ଗରେ ରଇଲା ସବୁ ଲକ୍କେ ଉଜଲ୍ ଦେଇସି । 16ସେନ୍ତାରିସେ ତମର୍ ଉଜଲ୍ ଲକ୍ମନର୍ଟାନେ ଉଜଲ୍ ଡିସ । ସେନ୍ତାର୍ଆଲେ ତମର୍ ସତ୍କାମ୍ ଦେକି ସେମନ୍ ସର୍ଗେ ରଇବା ବାବା ପର୍ମେସରର୍ ଡାକ୍ପୁଟା କର୍ବାଇ ।
ରିତି ନିତି
17“ମୁଇ ମିସା, କରିରଇବା ନିୟମ୍ କି ବାବବାଦିମନର୍ ଦରମ୍ ସାସ୍ତର୍ ବୁଡାଇବାକେ ଆସିଆଚି ବଲି ବାବା ନାଇ । ମୁଇ ସେଟା ବୁଡାଇବାକେ ଆସିନାଇ ମାତର୍ ସିଦ୍ କର୍ବାକେ ଆସିଆଚି । 18ମନେରକିରୁଆ, ମୁଇ ତମ୍କେ ସତ୍ କଇଲିନି ସରଗ୍ ଆରି ଦର୍ତନି ତବିର୍ ଅଇ ରଇବା ଜାକ ମସାର୍ ନିୟମର୍ ଗଟେକ୍ ଚିନ୍ ମିସା ନ ବୁଡେ । ସବୁ ବିସଇ ପୁରାପୁରୁନ୍ ନ ଅଇତେ ଏ ସବୁ ନ ଗଟେ । 19ତେବର୍ପାଇ ଜେ ମିସା ନିୟମ୍ ତେଇ ରଇବା ସବୁଟାନେଅନି ସାନ୍ ଆଦେସ୍ ନ ମାନେ ଆରି ସେନ୍ତି କର୍ବାକେ ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ସବୁର୍ଟାନେଅନି ସାନ୍ ଲକ୍ ବଲି ଏଜାଇଅଇସି । ମାତର୍ ଜେ ନିୟମର୍ ସବୁ ବିସଇର୍ ସାନ୍ ଆଦେସ୍ ମାନ୍ସି ଆରି ସେଟା ବିନ୍ ଲକ୍ମନ୍କେ ସିକାଇସି, ସେ ସରଗ୍ ରାଇଜେ ବଡ୍ ଲକ୍ ବଲି ଏଜାଇଅଇସି । 20କାଇକେବଇଲେ ମୁଇ ତମ୍କେ କଇଲିନି, ସାସ୍ତର୍ ସିକାଉମନ୍ ଆରି ପାରୁସିମନର୍ତେଇଅନି ଅଦିକ୍ ବିସ୍ବାସ୍ ରଇ, ପର୍ମେସରର୍ ମନ୍ କଲା ଇସାବେ, କାମ୍ କଲେସେ ସରଗ୍ ରାଇଜେ ଜାଇପାରାସ୍ ।”
ରିସା ଅଇବା ବିସଇ ନେଇ ସିକିଆ
21“ତମେ ସୁନି ଆଚାସ୍ ଜେ, ପୁର୍ବେଅନି ଲକ୍ମନ୍କେ କୁଆଅଇଲା ଆଚେ, ଲକ୍କେ ମରାଇବାର୍ ନାଇ । ଆରି ଜେ ମରାଇସି ବଇଲେ ସେ ବିଚାର୍ କରାଇଅଇସି । 22ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ । 23ସେଟାର୍ପାଇ ତମେ ପର୍ମେସର୍କେ ବେଦି ଟାନେ ନିଜର୍ ଦାନ୍ ଦେଲା ବେଲେ, ତେଇ ତମର୍ ବିରୁଦେ ତମର୍ ବାଇର୍ କାଇମିସା କାତା ଆଚେ ବଲି ମନେ ଏତାଇଲୁସ୍, 24ସେନ୍ତି ବଇଲେ ବେଦିଲଗେ ବଲିଦେବାଟା ସଙ୍ଗଇଦେଇ ବାରିଜା, ଆଗେ ନିଜର୍ ବାଇ ସଙ୍ଗ୍ ମିସା, ତାର୍ ପଚେ ଆସି ତମର୍ ବଲି ଦିଆସ୍ ।”
25ଜଦି କେ ତମର୍ ବିରଦେ ତମ୍କେ ବିଚାର୍ କର୍ବା ଜାଗାଇ ଜିବାକେ ବାଦିଅ କର୍ସି ବଇଲେ, ବିଚାର୍ ଜାଗାଇ ଜିବା ଆଗ୍ତୁ, ବେଲ୍ ରଇତେସେ ତାର୍ ସଙ୍ଗ୍ ରାଜି ଅ । ନଇଲେ ବିଚାର୍ କର୍ବା ଜାଗାଇ କେଟିଗାଲେ, ସେ ତମ୍କେ ବିଚାର୍କରୁକେ ସର୍ପି ଦେଇସି ଆରି ଅଇପାରେ ବିଚାର୍ କରୁ ତମ୍କେ ବନ୍ଦି ଗରେ ନେବାକେ ଜମାନ୍କେ ସର୍ପି ଦେଇସି ।
26ମୁଇ ତମ୍କେ ସତ୍ କଇଲିନି, ତମର୍ ଉପ୍ରେ ଟିକ୍ ଅଇଲା ଜରିମନାର୍ ସାରାସାରି ଅଣା ମିସା ନ ଦେବା ଜାକ, ତେଇଅନି କୁଲାସ୍ ନ ଉଆସ୍ ।
ବେସିଆ କାମ୍ ବିସଇ ନେଇ ସିକିଆ
27“ବେସିଆ କାମ୍ କରାନାଇ, ତମେ ପୁରୁବେ ଅନି ଏ ଆଦେସ୍ ସୁନି ଆସିଆଚାସ୍ । 28ମାତର୍ ମୁଇ ତମ୍କେ କଇଲିନି, ଜେ ମିସା ବିନ୍ ମାଇଜିକେ ବେସିଆକାମ୍ ଇସାବେ ଆଁକି ଦେକ୍ସି, ସେ ତାର୍ ସଙ୍ଗ୍ ମନେ ମନେ ବେସିଆ କାମର୍ ଅପ୍ରାଦ୍ କଲାଆଚେ । 29ସେଟାର୍ପାଇ ତମର୍ ଉଜାବାଟର୍ ଆଁକିର୍ ଲାଗି ତମେ ପାପ୍କରିଆଚାସ୍, ତେବେ ସେଟା ବେଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆଁକି ନସ୍ଟ ଅଇବାଟା ତମର୍ପାଇ ନିକ । 30ଜଦି ତମର୍ ଉଜା ଆତ୍ ତମ୍କେ ପାପ୍ କାମ୍ କରାଇଲାନି ବଇଲେ, ସେଟା କାଟି ପିଙ୍ଗି ଦିଆସ୍, କାଇକେ ବଇଲେ ତମର୍ ସବୁ ଗାଗଡ୍ ନର୍କେ ଜିବା ବାଦୁଲେ ଗଟେକ୍ ଆତ୍ ନସ୍ଟ ଅଇବାଟା ନିକ ।”
ଚାଡାମେଲା ବିସଇ ନେଇ ସିକିଆ
31“ଜଦି କେ ମିସା ନିଜର୍ ମାଇଜିକେ ଚାଡିଦେବାକେ ମନ୍ କଲାନି, ସେ ତାକେ ରାଜିନାମା ପତର୍ ଲେକି ଚାଡିଦେଅ । ଏ ସିକିଆ ତମେ ଆଗ୍ତୁ ପାଇଆଚାସ୍ । 32ମାତର୍ ମୁଇ କଇଲିନି, ଜେକି ନିଜର୍ ମାଇଜିକେ ବେସିଆ କାମ୍ ଚାଡି ଅଲ୍ଗା ଦସ୍ ଦାରି ଚାଡ୍ସି, ସେ ତାକେ ପାଦ୍ରି କରାଇବା ଅପରାଦେ ଦସିଅଇସି, ଆରି ଜେକି ଚାଡ୍ଲା ମାଇଜିକେ ବିବା ଅଇସି, ସେ ପାଦ୍ରା ଅଇସି ।”
ପର୍ମାନ୍ ବିସଇ ନେଇ ସିକିଆ
33“ତମେ ପୁରୁବ୍ କାଲେଅନି ଏ ସିକିଆ ସୁନି ଆଇଲାସ୍ନି, ପର୍ମାନ୍ ବାଙ୍ଗା ନାଇ । ପର୍ମେସରର୍ ମୁଆଟେ ଜନ୍ ପର୍ମାନ୍ କରିଆଚାସ୍ ସେଟା ପୁରାପୁରୁନ୍ କରା । 34ମାତର୍ ମୁଇ ତମ୍କେ କଇଲିନି ସପତ୍ କର୍ବା ବେଲେ ପର୍ମାନ୍ ନିୟମ୍ ପାକାଆ ନାଇ । ସରଗ୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ ସେଟା ପର୍ମେସରର୍ ବସ୍ବା ଜାଗା । 35ଦର୍ତନିର୍ ନାଉଁ ଦାରି ରାନ୍ ପାକାଆ ନାଇ, କାଇକେବଇଲେ, ସେଟା ପର୍ମେସରର୍ ପାଦ୍ ସଙ୍ଗଇବା ଜାଗା । ଜିରୁସାଲାମ୍ ଗଡର୍ ନାଉଁ ଦାରି ମିସା ରାନ୍ ପାକାଇବାଟା ଟିକ୍ ନାଇ, କାଇକେବଇଲେ ସେଟା ରାଜାମନର୍ ରାଜା ରଇବା ଜାଗା । 36ଆରି ନିଜର୍ ମୁଣ୍ଡ୍ ଚିଇ କରି ପର୍ମାନ୍ କରାନାଇ, କାଇକେବଇଲେ ତମେ, ତେଇର୍ ଗଟେକ୍ ଚେଣ୍ଡି ଦବ୍ଲା କି କାଲିଆ କରିନାପାରାସ୍ । 37ମାତର୍ ତମେ ପର୍ମାନ୍ ନିୟମ୍ ନ କରି, ତର୍ ଉଁ କାତା ଉଁ ଅ, ନାଇ କାତା ନାଇ ଅ, ଇତିଅନି ଆରି ଅଦିକ୍ କାତା କଇ ପର୍ମାନ୍ କର୍ବାଟା ସଇତାନର୍ଟାନେଅନି ଆଇଲାଟା ।”
ଇଁସାତଲା ବିସଇ ନେଇ ସିକିଆ
38“ଏ କାତା ତମେ ସୁନିଆଚାସ୍, ଆଁକିର୍ ବାଦୁଲେ ଆଁକି ଆରି ଦାଁତର୍ ବାଦୁଲେ ଦାଁତ୍, 39ମାତର୍ ମୁଇ ତମ୍କେ କଇଲିନି, ତମର୍ ବିରଦେ କେ ଅନିଆଇ କାମ୍ କଲେ, ତାକେ ସୁଜାଇବାକେ ଚେସ୍ଟା କରା ନାଇ, ଜେ ତମର୍ ଉଜା ଗାଲେ ଚାପଡ୍ ମାର୍ସି, ତାକେ ଆରି ଗଟେକ୍ ଚାପ୍ଡା ମାର୍ବାକେ ଡେବ୍ରି ଗାଲ୍ ମିସା ଦେକାଇ ଦିଆସ୍ । 40କେ ଜଦି ତମର୍ସଙ୍ଗ୍ ବିରଦ୍ କରି ବିଚାର୍ ଲଗେ ଦାବିକରି ତମର୍ କାମିଜ୍ ନେବାକେ ମନ୍ କର୍ସି, ତାକେ ଚାଦର୍ ମିସା ଦେଇ ପାକାଆ । 41ସନିଅମନର୍ ବିତ୍ରେ ଅନି, କେ ମିସା ତମ୍କେ ତାର୍ ବଜ୍ ବୁଆଇ କରି ଗଟେକ୍ କିଲମିଟର୍ ଜୁ ଆକା ବଇଲେ, ତମେ ତାର୍ ସଙ୍ଗ୍ ଦୁଇ କିଲମିଟର୍ ଜା । 42କେ ଜଦି ତମ୍କେ କାଇଆଲେ ଜିନିସ୍ ମାଙ୍ଗ୍ସି ବଇଲେ, ମନା ନ କରି ତାକେ ଦିଆସ୍ । କେ ମିସା କାଇଆଲେ ଉଦାର୍ ମାଙ୍ଗ୍ଲେ ତାକେ ଦିଆସ୍ ।”
ସତ୍ରୁକେ ଆଲାଦ୍ କରା
43“ମଇତର୍କେ ଆଲାଦ୍ କରା ଆରି ତମର୍ ସତ୍ରୁକେ ଗିନ୍ କରା । ଏ ସିକିଆ ତମେ ପୁର୍ବେଅନି ସୁନି ଆଚାସ୍ । 44ମାତର୍ ମୁଇ ତମ୍କେ କଇଲିନି, ସତ୍ରୁମନ୍କେ ଆଲାଦ୍ କରା, ଜନ୍ ଲକ୍ ତମ୍କେ କସ୍ଟ ଦେଲାଇନି, ତାକର୍ପାଇ ପାର୍ତନା କରା । 45ଏଟା କଲେ ସରଗର୍ ପର୍ମେସରର୍ ପିଲା ବଲି ଚିନାପଡ୍ସା । କାଇକେ ବଇଲେ ପର୍ମେସର ବଲ୍ କାରାପ୍ ଦୁଇ ଲକର୍ ପାଇ ମିସା ବେଲର୍ ଉଜଲ୍ ଦେଲାନି, ଆରି ଦରମ୍ ରଇବା, ଦରମ୍ ନ ରଇବା ସବୁର୍ ଉପ୍ରେ ବର୍ସା ମାରାଇଲାନି । 46ତେବେ, ତମ୍କେ ଆଲାଦ୍ କର୍ବା ଲକ୍କେ ଆଲାଦ୍ କଲେ, ପର୍ମେସର୍ ତମ୍କେ କାଇକେ ପୁରୁସ୍କାର୍ ଦେଇସି ? ସିସ୍ତୁ ମାଙ୍ଗ୍ବା ଲକ୍ମନ୍ ମିସା ସେନ୍ତି କର୍ବାଇ । 47ତମେ ଜଦି ନିଜର୍ ନିଜର୍ ବାଇମନ୍କେସେ ଜୁଆର୍ କର୍ସା, ତେବେ ଆରି ଅଦିକ୍ କାଇଟା କଲାସ୍ନି ? ବିସ୍ବାସ୍ ନକଲା ଲକ୍ମନ୍ ମିସା ସେଟା କର୍ବାଇ । 48ସେଟାର୍ ପାଇ ତମର୍ ସରଗର୍ ବାବା ଜେନ୍ତାର୍ ସିଦ୍, ତମେ ମିସା ସେନ୍ତାର୍ ସିଦ୍ ଅଇବା ଦର୍କାର୍ ।”

Did you know?
The Sermon on the Mount
- When Jesus saw the crowds, he went up on the mountain, sat down, and began to teach his disciples. That discourse is known as the Sermon on the Mount. A chronological note places its start in AD 28 and gives it a duration of one day.Sources: the Bible text itself · Sermon on the Mount
- Teaching about oaths, Jesus says not to swear by Jerusalem, for it is the city of the great King. In the original the name is a dual form meaning possession of peace, or foundation of peace. That form probably refers to the two mountains on which the city was built, Zion and Moriah, or, as some suppose, to the upper and the lower city; it was also called the city of God and the holy city.Sources: the Bible text itself · Jerusalem
Notes written with AI assistance from open sources (Theographic Bible Metadata, CC BY-SA 4.0; Easton’s Bible Dictionary, public domain) and reviewed before publishing.
Places in this chapter
- Jerusalem · 31.777, 35.234 · verse 35
Only places identified with high confidence are shown (90% or more according to the scholarly sources compiled by OpenBible). Period map: DARE (Digital Atlas of the Roman Empire), CC BY 4.0; modern map: © OpenStreetMap contributors; places: OpenBible.info (CC BY 4.0).
Credits and license for this translation
ସତିଅର୍ ବାଟ୍ The New Testament in the Desiya language of India: ସତିଅର୍ ବାଟ୍ (Bible) copyright © 2020 The Word for the World International Language: ଦେଶିଆ (Desiya) Contributor: The Word for the World International ସତିଅର୍ ବାଟ୍ ନୁଆ ନିୟମ୍, 2020 The New Testament in Desiya Language The Word for the World International This translation is made available to you under the terms of the Creative Commons Attribution license 4.0. You may share and redistribute this Bible translation or extracts from it in any format, provided that: You include the above copyright and source information. If you make any changes to the text, you must indicate that you did so in a way that makes it clear that the original licensor is not necessarily endorsing your changes. Pictures included with Scriptures and other documents on this site are licensed just for use with those Scriptures and documents. For other uses, please contact the respective copyright owners. Note that in addition to the rules above, revising and adapting God's Word involves a great responsibility to be true to God's Word. See Revelation 22:18-19. 2023-04-08
Source: http://ebible.org/dso/ · eBible.org