Matthew 9
ସତିଅର୍ ବାଟ୍ · Tap a verse to see its cross-references.
ଜିସୁ ଚେରେଙ୍ଗ୍ ରଗିକେ ନିକ କର୍ବାଟା
1ଜିସୁ ଡଙ୍ଗାଇ ବସି ଗାଡ୍ ସେପାଟେ ରଇଲା ନିଜର୍ ଗଡେ ବାଉଡି ଗାଲା । 2ଆରି ତେଇ ଲକ୍ମନ୍ ଗଟେକ୍ ଚେରେଙ୍ଗ୍ ରଗିକେ ବଇକରି ତାର୍ ଲଗେ ଆନ୍ଲାଇ । ଚେରେଙ୍ଗ୍ ରଗି ଅଚ୍ନାଇ ସଇରଇଲା । ସେ ଲକ୍ମନର୍ ବିସ୍ବାସ୍ ଦେକି ରଗିକେ କଇଲା, “ସାଆସ୍ ଦାର୍, ତର୍ ସବୁ ପାପ୍ କେମା ଅଇଗାଲା ।”
3ଏ କାତା ସୁନି କେତେଟା ସାସ୍ତର୍ ସିକାଉମନ୍ ତାକର୍ ତାକର୍ ବିତ୍ରେ କାତା ଅଇଲାଇ, “ଏ ଲକ୍ କାଇକେ ପର୍ମେସରର୍ ନିନ୍ଦା କଲାନି ?”
4ଜିସୁ ତାକର୍ ମନର୍ ଚିନ୍ତା ଜାନି କଇଲା, “ତମେ ନିଜର୍ ନିଜର୍ ମନେ କାଇକେ କାରାପ୍ ଚିନ୍ତା କଲାସ୍ନି ? 5'ତମର୍ ପାପ୍ସବୁ କେମା ଅଇଗାଲା ବଲି କଇବାଟା ସଅଜ୍ କି 'ଉଟିକରି, ଇଣ୍ଡିଜା ବଲି କଇବାଟା ଅଦିକ୍ ସଅଜ୍ ? 6ମାତର୍ ଜଗତର୍ ପାପ୍ କେମା କର୍ବାକେ ନର୍ପିଲା, ମର୍ ଅଦିକାର୍ ଆଚେ, ମୁଇ ଏଟା ତମର୍ ମୁଆଟେ ଦେକାଇବି ।” ତାର୍ ପଚେ ଜିସୁ ଚେରେଙ୍ଗ୍ ରଗିକେ କଇଲା, “ଉଟ୍, ନିଜର୍ ଟାଟି ଦାରି ଗରେ ଉଟିଜା ।”
7ଆରି ସେ ଲକ୍ ଉଟିକରି ଗରେ ବାରିଗାଲା । 8ଲକ୍ମନ୍ ସେଟା ଦେକି କାବା ଅଇଜାଇ ଡରିଗାଲାଇ । ମାତର୍ ନର୍ ଲକ୍କେ ଏନ୍ତାରି ଅଦିକାର୍ ଦେଲାର୍ ପାଇ ପର୍ମେସର୍କେ ଡାକ୍ପୁଟା କଲାଇ ।
ଜିସୁ ମାତିଉକେ ଡାକ୍ଲା
9ଜିସୁ ତେଇଅନି ଉଟି ଜିବାବେଲେ ମାତିଉ ନାଉଁର୍ ଗଟେକ୍ ସିସ୍ତୁ ମାଙ୍ଗୁକେ, ତାର୍ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇ ବସିରଇଲାଟା ଦେକି କଇଲା, “ମର୍ ସଙ୍ଗ୍ ଆଉ ।” ମାତିଉ ସିସ୍ତୁମାଙ୍ଗୁମନ୍ ମାଙ୍ଗ୍ବା ଜାଗାଇଅନି ଉଟି ଜିସୁର୍ ସଙ୍ଗ୍ ଗାଲା ।
10ଜିସୁ ମାତିଉର୍ ଗରେ କାଇବାବେଲେ ବେସି ସିସ୍ତୁମାଙ୍ଗୁମନ୍, ଆରି ପାପି ଲକ୍ମନ୍ ତେଇ ଜିସୁ ଆରି ତାର୍ ସିସ୍ମନ୍ର୍ ସଙ୍ଗ୍ ବସି କାଇତେ ରଇଲାଇ । 11ଏଟା ଦେକି ପାରୁସି ଲକ୍ମନ୍ ଜିସୁର୍ ସିସ୍ମନ୍କେ ପାଚାର୍ଲାଇ, “କାଇକେ ତମର୍ ଗୁୁରୁ ସିସ୍ତୁମାଙ୍ଗୁମନର୍ ସଙ୍ଗ୍ ଆରି ପାପି ଲକ୍ମନର୍ ସଙ୍ଗ୍ ବସି କାଇଲାନି ?”
12ଜିସୁ କଇଲା, “ନିକ ରଇଲା ଲକର୍ ପାଇ ଡାକ୍ଦର୍ ଲଡା ନାଇ । ମାତର୍ ଜର୍ଦୁକାର୍ ଲକ୍ମନର୍ ପାଇ ଡାକ୍ଦର୍ ଲଡା ଆଚେ । 13ସାସ୍ତରେ ଲେକାଅଇଆଚେ, 'ମୁଇ ପସୁ ପୁଜ୍ବା ବିରୁଟାନେଅନି, ଲକ୍ମନ୍କେ ଦୟା ଦେକାଇବାଟା ମନ୍ କଲିନି। ଏ କାତାର୍ ଅରତ୍ କାଇଟା ? ଜାଇକରି ବୁଜ୍ବାକେ ଚେସ୍ଟା କରା । ମୁଇ ଦରମ୍ ଲକ୍ମନ୍କେ ଡାକ୍ବାକେ ଆସି ନାଇ, ପାପିମନ୍କେ ଡାକ୍ବାର୍ ଆସିଆଚି ।”
କାଇକେ ଉପାସ୍ କର୍ବାର୍
14ତାର୍ ପଚେ ଦିନେକ୍ ଡୁବନ୍ ଦେଉ ଜଅନର୍ ସିସ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ, “ଆମେ ଆରି ପାରୁସିମନ୍ ବେସି ତର୍ ଲାକା ଉପାସ୍ କଲୁନି, ମାତର୍ ତମର୍ ସିସ୍ମନ୍ କାଇଜେ ଉପାସ୍ କରତ୍ ନାଇ ?”
15ଜିସୁ ସେମନ୍କେ କଇଲା, “ବିବା ଦାଙ୍ଗ୍ଡା ଜେଡେବେଲେ ଜାକ ଦାଙ୍ଗ୍ଡାମନର୍ ସଙ୍ଗ୍ ବିବାଗରେ ରଇସି, ସେ ଦିନ୍ ଜାକ ସଙ୍ଗର୍ ଦାଙ୍ଗ୍ଡାମନ୍ ଦୁକ୍ ନ କରତ୍ । ମାତର୍ ଜେଡେବଲ୍ ବିବା ଅଇବା ଦାଙ୍ଗ୍ଡାକେ ସଙ୍ଗର୍ଦାଙ୍ଗ୍ଡାମନର୍ଟାନେଅନି ଦାରିଜିବାଇ, ସେମନ୍ ଦୁକ୍ କରି ଉପାସ୍ କର୍ବାଇ ।”
16କେ ମିସା ପୁର୍ନା ଲୁଗା କାଣା ଅଇଲାଟାନେ, ନୁଆ ଲୁଗାର୍ ଗର୍ଣ୍ଡା ନ ସିଲାଅତ୍, କାଇକେ ବଇଲେ ନୁଆ ଗର୍ଣ୍ଡା ପୁର୍ନା ଲୁଗାକେ ବେସି ଚିରି ଦେଇସି । 17ଆରି, କେ ମିସା ନୁଆ ଅଙ୍ଗୁର୍ ରସ୍, ଚାମ୍ ସଙ୍ଗ୍ ତିଆର୍ ଅଇଲା ପୁର୍ନା ମୁନାଇ ବେସି ଦିନ୍ ନ ସଙ୍ଗଅତ୍, ସଙ୍ଗଇଲେ ମୁନା ପାଟିଜାଇସି ଆରି ରସ୍ ଚିଡ୍ତେ ଡାଲି ଅଇଜାଇସି । ସେଟାର୍ ପାଇ ନୁଆ ରସ୍ ନୁଆ ମୁନାଇ ସଙ୍ଗଇବାଇ । ଏନ୍ତି ସଙ୍ଗଇଲେ ମୁନା ଆରି ରସ୍ ଦୁଇଟା ଜାକ ନସ୍ଟ ନ ଅଏ ।
ଜାଇରସର୍ ଟକି ଆରି ଜିସୁର୍ ପଚିଆ ଜାଲି ଚିଇଲା ମାଇଜି
18ଜିସୁ ସେମନ୍କେ ଏ ସବୁ କାତା କଇଲା ବେଲେ, ଦେକା ଗଟେକ୍ ଜିଉଦିମନର୍ ପାର୍ତନା ଗରର୍ ନେତା ଜିସୁର୍ ଲଗେ ଆସି ମାଣ୍ଡିକୁଟା ଦେଇ କଇଲା, “ମର୍ ଟକି ଏବେସେ ମରିଗାଲା ଆଚେ, ମାତର୍ ତୁଇ ଆସି ତାର୍ ଉପ୍ରେ ଆତ୍ ସଙ୍ଗଇଲେ ସେ ବଁଚ୍ସି ।”
19ଜିସୁ ଦାପ୍ରେ ଉଟିକରି ତାର୍ ସିସ୍ମନର୍ ସଙ୍ଗ୍ ଗାଲା ।
20ତେଇ ଗଟେକ୍ ମାଇଜି ଜିସୁର୍ ପଚ୍ବାଟେ ଆଇଲା । ତାକେ ବାର ବରସ୍ ଜାକ ବନି ଜାଇତେ ରଇବା ରଗ୍ ଅଇରଇଲା । ସେ ମାଇଜି ପଚେ ଜାଇ ଜିସୁର୍ ଲୁଗା ଚିଇଲା । 21ସେ ମନେ ମନେ ବାବ୍ଲା ମୁଇ ତାର୍ ପିନ୍ଦ୍ଲାଟା ଚିଇଲେ ନିମାନ୍ ଅଇଜିବି ।
22ମାତର୍ ଜିସୁ ପାସ୍ଲି କରି ତାକେ ଦେକି କଇଲା, “ଏ ନୁନି, ଡର୍ନାଇ ସାଆସ୍ ଦାର୍, ତର୍ ବିସ୍ବାସ୍ ତକେ ନିମାନ୍ କରିଆଚେ ।” ଏତ୍କି କଇଲା ଦାପ୍ରେ ସେ ମାଇଜି ନିମାନ୍ ଅଇଗାଲା । 23ତାର୍ ପଚେ ଜିସୁ ଜିଉଦିମନର୍ ପାର୍ତନା ଗରର୍ ମୁକିଆର୍ ଗରେ କେଟ୍ଲା । ତେଇ ଦନ୍କର୍ବାକେ ଆସି ରଇଲା ଲକ୍ମନ୍, ଆରି ବାଜ୍ନିଆମନ୍ କାନ୍ଦାବୁବା ଅଇବାଟା ଦେକି, 24ଜିସୁ କଇଲା, “ସବୁ ଲକ୍ ଇତିଅନି ବାରଇଜା । ଏ ଟକିତା ମରେନାଇ, ସଇଆଚେ ।” ତାର୍ କାତା ସୁନି ତେଇ ରଇଲା ଲକ୍ମନ୍ ତାକେ କିଜାଇବାର୍ ଦାର୍ଲାଇ । 25ମାତର୍ ଲକ୍ମନ୍କେ ବାର୍କଲା ପଚେ ଜିସୁ ବାକ୍ରାଇ ଜାଇ ଟକିର୍ ଆତେ ଦାରି ତାକେ ଉଟାଇଲା । ଟକି ଦାପ୍ରେ ଉଟିକରି ଟିଆଅଇଲା । 26ଏ ଗଟ୍ନାର୍ କବର୍ ସେ ଜାଗାର୍ ଗୁଲାଇ ବାଟର୍ ଲକ୍ ସୁନ୍ଲାଇ ।
ଜିସୁ ଦୁଇଟା କାଣାକେ ନିକ କଲା
27ଜିସୁ ସେ ଜାଗାଇଅନି ବାରଇ ଜିବାବେଲେ ଦୁଇଟା କାଣା, ତାର୍ ପଚେ ପଚେ ଇଣ୍ଡି ଆଇଲାଇ । ସେମନ୍ ଆଉଲି ଅଇକରି କଇବାର୍ ଦାର୍ଲାଇ । “ଏ ଦାଉଦ୍ ରାଜାର୍ ପଅ ! ଆମ୍କେ ଦୟା କରା ।”
28ଜିସୁ ଗଟେକ୍ ଗରେ ଗାଲା ଆରି କାଣାମନ୍ ମିସା ତାର୍ ପଚ୍ ପଚ୍ ପୁର୍ଲାଇ । ପୁର୍ଲାକେ ଜିସୁ ସେମନ୍କେ ପାଚାର୍ଲା, “ମୁଇ ତମର୍ ଆଁକି ନିକ କରି ପାର୍ବି ବଲି ତମେ ବିସ୍ବାସ୍ କଲାସ୍ନି କି ?” ସେମନ୍ କଇଲାଇ “ଉଁ ମାପ୍ରୁ ।”
29ତାର୍ ପଚେ ଜିସୁ ସେମନର୍ ଆଁକି ଚିଇକରି କଇଲା, “ମକେ ବିସ୍ବାସ୍ କଲାର୍ ଲାଗି ତମର୍ ଆଁକି ଡିସ ।” 30ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
31ମାତର୍ ସେମନ୍ ବାରଇ ଜାଇ ଜିସୁର୍ ଏ କରିରଇବାଟା ଗୁଲାଇ ଦେସେ ଜାନାଇଲାଇ ।
ଗଟେକ୍ ଗୁଲା ଅଇଲା ଲକ୍ କାତା ଅଇ ପାର୍ଲା
32ଜିସୁ ଆରି ତାର୍ ସିସ୍ମନ୍ ସେ ଗରେଅନି ବାରଇ ଗାଲାବେଲେ କେତେଟା ଲକ୍ମନ୍ ଗଟେକ୍ ଗୁଲା ଲକ୍କେ ତାର୍ ଲଗେ ଆନ୍ଲାଇ । ତାକେ ଡୁମାଦାରିରଇଲାକେ ସେ ଗୁଲା ଅଇଜାଇରଇଲା । 33ଜିସୁ ଡୁମାକେ ସେ ଲକର୍ତେଇଅନି କେଦ୍ଲା ପଚେ ସେ କାତାଅଇବାର୍ ଦାର୍ଲା । ଆରି ତେଇ ରଇଲା ଲକ୍ମନ୍ କାବାଅଇଜାଇ କଇଲାଇ । “ଇସ୍ରାଏଲ୍ ଦେସେ ଏନ୍ତାରି ଗଟ୍ନା ଆମେ କେବେ ଦେକି ନ ରଇଲୁ ।” 34ମାତର୍ ପାରୁସିମନ୍ କଇଲାଇ, “ସେ ଡୁମାମନର୍ ନେତାର୍ ବପୁ ସଙ୍ଗ୍ ବିନ୍ ଡୁମାମନ୍କେ କେଦ୍ଲାନି ।”
ଲକ୍ମନ୍କେ ଜିସୁର୍ ଦୟା
35ଜିସୁ ଗାଉଁ ଗାଉଁ ବୁଲି ବୁଲି ଜିଉଦିମନର୍ ପାର୍ତନା ଗର୍ମନ୍କେ ଜାଇ ସିକାଇ ଦେଇତେ ରଇଲା । ଆରି ପର୍ମେସରର୍ ରାଇଜର୍ ନିମାନ୍ କାତା କଇତେରଇଲା । ବିନ୍ ବିନ୍ ଜର୍ ଆରି ରଗ୍ ଦାର୍ଲା ଲକ୍ମନ୍କେ ସବୁ ନିକ କରିଦେଲା ଆରି ପାର୍ତନା ଗରେ ସିକିଆ ଦେଲା । 36ଆରି ତେଇ ରଇଲା ଜବର୍ ଲକ୍ମନ୍କେ ଦେକିକରି ସେ ଦୟା କଲା । କାଇକେ ବଇଲେ ସେମନ୍ ବେସି ତାକିଜାଇରଇଲା ଆରି ସାଇଜ ପାଇବାକେ କନ୍ ବାଟେ ଜିବାର୍ ଆଚେ, ଜାନିନାପାର୍ତେ ରଇଲାଇ । ସେମନ୍ ଗଉଡ୍ ନଇଲା ମେଣ୍ଡାରାସି ପାରା ଅଇଜାଇରଇଲାଇ । 37ସେଡ୍କିବେଲେ ସେ ସିସ୍ମନ୍କେ କଇଲା, “ତାସ୍ ସିନା ବୁତେକ୍ । ମାତର୍ ସେଟା କାଟ୍ବାକେ, ଲକ୍ମନ୍ ଉନା ଆଚତ୍ । 38ତେବର୍ପାଇ ‘କେତ୍ ରଇଲା ପଦାଇ କାଟ୍ବାକେ ବେସି ଲକ୍କେ ପାଟାଆ’ ବଲି ତାସ୍ କଲା ସାଉକାର୍କେ ପାର୍ତନା କରା ।”

Did you know?
Mercy, Healing, and New Wine
- Matthew, son of Alphaeus, was a publican, or tax collector, at Capernaum. Jesus, coming up from the side of the lake, passed the custom-house where Matthew sat and said, “Follow me.” He had formerly been known as Levi; that same day he gave a great feast, described as a farewell, for Jesus, the disciples, and probably many of his old associates.Sources: Matthew · the Bible text itself
- Those who ask why they and the Pharisees fast so often, while Jesus’ disciples do not, are disciples of John the Baptist. John is called the forerunner; he was of priestly descent, his father Zacharias a priest of the course of Abia and his mother Elisabeth one of the daughters of Aaron.Sources: John the Baptist · the Bible text itself
- One chronology places the healing of the paralyzed man, the call of Matthew, the question about fasting, and the parable of the wineskins in AD 28.Sources: Healing the Man with Palsy · Jesus Calls Matthew · Fasting Question · Parable of the Winseskins
Notes written with AI assistance from open sources (Theographic Bible Metadata, CC BY-SA 4.0; Easton’s Bible Dictionary, public domain) and reviewed before publishing.
Places in this chapter
- Sea of Galilee · 32.819, 35.590 · verse 1
Only places identified with high confidence are shown (90% or more according to the scholarly sources compiled by OpenBible). Period map: DARE (Digital Atlas of the Roman Empire), CC BY 4.0; modern map: © OpenStreetMap contributors; places: OpenBible.info (CC BY 4.0).
Credits and license for this translation
ସତିଅର୍ ବାଟ୍ The New Testament in the Desiya language of India: ସତିଅର୍ ବାଟ୍ (Bible) copyright © 2020 The Word for the World International Language: ଦେଶିଆ (Desiya) Contributor: The Word for the World International ସତିଅର୍ ବାଟ୍ ନୁଆ ନିୟମ୍, 2020 The New Testament in Desiya Language The Word for the World International This translation is made available to you under the terms of the Creative Commons Attribution license 4.0. You may share and redistribute this Bible translation or extracts from it in any format, provided that: You include the above copyright and source information. If you make any changes to the text, you must indicate that you did so in a way that makes it clear that the original licensor is not necessarily endorsing your changes. Pictures included with Scriptures and other documents on this site are licensed just for use with those Scriptures and documents. For other uses, please contact the respective copyright owners. Note that in addition to the rules above, revising and adapting God's Word involves a great responsibility to be true to God's Word. See Revelation 22:18-19. 2023-04-08
Source: http://ebible.org/dso/ · eBible.org