Mateo 3
ସତିଅର୍ ବାଟ୍ · Toca un versículo para ver sus referencias cruzadas.
ଡୁବନ୍ ଦେଉ ଜଅନର୍ ବିସଇ
1ସେବେଲେ ଡୁବନ୍ ଦେଉ ଜଅନ୍ ଜିଉଦା ରାଇଜର୍ ମରୁବାଲି ବୁଏଁ ଆସି ଜାନାଇବାର୍ ଦାର୍ଲା । 2ସେ ଏନ୍ତି ବଲି କଇତେରଇଲା, “ପାପ୍ଟାନେଅନି ବାଉଡା, କାଇକେବଇଲେ ସରଗ୍ ରାଇଜ୍ ଲଗେ କେଟ୍ଲାନି ।” 3ଜିସାଇୟ ବବିସତ୍ବକ୍ତା ଜନ୍ ଲକର୍ ବିସଇନେଇ ଏ ବାକିଅ କଇରଇଲା, ଜଅନ ସେ, ସେ ଲକ୍ ।
ମରୁବାଲି ବୁଏଁ ଗଟେକ୍ ଲକ୍ ଆକ୍ମାରି କଇଲାନି,
“ମାପ୍ରୁର୍ ବାଟ୍ ତିଆର୍ କରା,
ସେ ଆଇବାକେ ଗଟେକ୍ ସଲକ୍ ବାଟ୍ କରା ।”
4ଜଅନ୍ ପିନ୍ଦ୍ବାଟା ଉଁଟ୍ ଚାମ୍ ସଙ୍ଗ୍ ତିଆର୍ ଅଇ ରଇଲା । ଆରି ଚାମର୍ ଆଁଟାବେଡା ବାନ୍ଦିଅଇତେ ରଇଲା । ସେ ଚିଟ୍କା ଆରି ବନେ ରଇବା ମୁଉ କାଇତେରଇଲା ।
5ସେ ବେଲେ ଜିରୁସାଲମ୍ ଅନି ଗୁଲାଇ ଜିଉଦା ଦେସ୍ ଆରି ଜର୍ଦନର୍ ପାକର୍ ସବୁଟାନର୍ ଲକ୍ମନ୍ ବାରଇ ଜଅନର୍ ଲଗେ ଆଇତେରଇଲାଇ । 6ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
7ମାତର୍ ପାରୁସି ଆରି ସାଦୁକି ମନର୍ ବିତ୍ରେ ଅନି ମିସା କେତେକ୍ ଲକ୍ ଡୁବନ୍ ନେବାକେ ଆଇବାଟା ଦେକି ଜଅନ୍ ସେମନ୍କେ କଇଲା, “ଏ ବେସି ବିସ୍ରଇବା ସାଁପର୍ ପାରା ବଁସର୍ ଲକ୍ମନ୍, ପର୍ମେସରର୍ ଟାନେଅନି ଆଇବା ଡଣ୍ଡ୍ତେଇ ଅନି ପାଲାଇବାକେ ତମ୍କେ କେ ଚେତ୍ନା ଦେଲା ? 8ତେବର୍ ପାଇ, ଜଦି ପାପ୍ କାମ୍ କର୍ବାଟା ଚାଡିଆଚାସ୍, ସେନ୍ତାର୍ଆଲେ ନିକ କାମ୍ କରି ଦେକାଆ । 9ଅବ୍ରାଆମ୍ ଆମର୍ ପୁର୍ବର୍ ଆନିଦାଦି ବଲି କଇଲେ ତମ୍କେ ପର୍ମେସର୍ ଦେବା ଡଣ୍ଡ୍ ନ ମିଲେ ବଲି ବାବା ନାଇ । ମୁଇ ତମ୍କେ କଇଲିନି, ପର୍ମେସର୍ ପାକ୍ନାତେଇ ଅବ୍ରାଆମର୍ ବଁସ୍ ତିଆର୍ କର୍ସି । 10ଆରି ଏବେ ମିସା ଗଚ୍ମନର୍ ବୁନ୍ଦେ ଟେଙ୍ଗିଆ ଲାଗିଆଚେ । ଜନ୍ ଗଚ୍ ନିକ ପଲ୍ ନ ପଲେ, ସେଟା କାଟିକରି ଜଇଟାନେ ପିଙ୍ଗା ଅଇସି । 11ମୁଇ ସିନା ତମ୍କେ ପାପେଅନି ମନ୍ ବଦ୍ଲାଇଲାଟା ଦେକାଇଅଇବାକେ ବଲି ପାନିତେଇ ଡୁବନ୍ ଦେଲିନି, ମାତର୍ ମର୍ ପଚେ ଜେ ଆଇଲାନି, ସେ ମର୍ତେଇ ଅନି ଅଦିକ୍ ବପୁଟା । ତାର୍ ପାଦର୍ ପାଣ୍ଡଇ ମିସା ଦାରି ନେବାର୍ ମର୍ ଅଦିକାର୍ ନାଇ, ସେ ତମ୍କେ ସୁକଲ୍ଆତ୍ମାଇ ଆରି ଜଇଟାନେ ଡୁବନ୍ ଦେଇସି । 12ଉଡାଲି କରି ପଟ୍ ବେଗ୍ଲାଇ ନିକଟାକେ ସଙ୍ଗଇବାକେ ତାର୍ ଆତେ କୁଲା ଆଚେ । ନିକଟା ତାର୍ କଲ୍କିତେଇ ସଙ୍ଗଇସି ଆରି ବେଗଲ୍ଲା ପଟ୍ ସବୁଦିନେ ଲାଗ୍ତେରଇବା ଜଇଟାନେ ପିଙ୍ଗିଦେଇସି ।”
ଜିସୁର୍ ଡୁବନ୍
13ସେଡ୍କିବେଲେ ଜିସୁ ଜଅନର୍ ଲଗେ ଡୁବନ୍ ନେବାକେ ଗାଲିଲି ଅନି ଜର୍ଦନ୍ ଗାଡେ ଆଇଲା, 14ମାତର୍ ଜଅନ୍ ଜିସୁକେ ମନାକରି କଇଲା, “ମୁଇ ସିନା ତମର୍ ଲଗେ ଡୁବନ୍ ନେବାର୍ ଆଚେ, ମାତର୍ ତମେ ମର୍ଲଗେ ଆଇଲାସ୍ନି ?”
15ମାତର୍ ଜିସୁ ତାକେ କଇଲା, “ମର୍ କାତାଇ ରାଜି ଅଇ ଜା । କାଇକେବଇଲେ ଏଟାର୍ ଲାଗି ଆମେ ପର୍ମେସର୍ ମନ୍ କରିରଇବା କାମ୍ କରିଅଇସି ।” ସେଟାର୍ପାଇ ଜଅନ୍ ତାକେ ଡୁବନ୍ ଦେବାକେ ରାଜି ଅଇଲା ।
16ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା ! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା । 17ଆରି ଦେକା ଆକାସେ ଅନି ଏନ୍ତି କାତା ଆଇଲା “ଏ ମର୍ ଆଲାଦର୍ ପିଲା, ତର୍ଟାନେ ମୁଇ ବେସି ସାର୍ଦା ।”

¿Sabías que…?
Arrepentimiento y bautismo en el Jordán
- Mateo identifica a Juan el Bautista como aquel de quien habló el profeta Isaías: una voz que clama en el desierto: “Preparen el camino del Señor”. El Diccionario Bíblico de Easton (1897) registra que la misión de Juan fue objeto de profecía, al citar este pasaje, Isaías 40:3 y Malaquías 3:1, y que era de linaje sacerdotal: su padre Zacarías, sacerdote del turno de Abías, y su madre Elisabet, de las hijas de Aarón. Una cronología fecha tanto el inicio del ministerio de Juan como su bautismo de Jesús en el año 26 d. C.Fuentes: el propio texto bíblico · John the Baptist · John the Baptist Begins Ministry · John Baptizes Jesus
- Juan vino predicando en el desierto de Judea, y personas de Jerusalén, de toda Judea y de toda la región alrededor del Jordán salieron a su encuentro, confesando sus pecados y siendo bautizadas en el río Jordán. El Diccionario Bíblico de Easton (1897) señala que, bajo los romanos, en el tiempo de Cristo, Judea designaba la más meridional de las tres divisiones de Palestina, distinta de Galilea y Samaria, e incluía los territorios de Judá, Benjamín, Dan, Simeón y parte de Efraín. Jesús vino de Galilea —llamada Galil por los judíos— al Jordán para ser bautizado por Juan.Fuentes: el propio texto bíblico · Judea · Galilee
- Juan advirtió a los fariseos y saduceos que no se apoyaran en la afirmación “Tenemos a Abraham por padre”, diciendo que Dios podía levantar hijos para Abraham de entre las piedras. El Diccionario Bíblico de Easton (1897) explica el nombre Abraham como “padre de una multitud” y lo describe como hijo de Taré, nombrado antes que sus hermanos mayores porque era el heredero de las promesas.Fuentes: el propio texto bíblico · Abraham
Notas escritas con ayuda de IA a partir de fuentes abiertas (Theographic Bible Metadata, CC BY-SA 4.0; Easton’s Bible Dictionary, dominio público) y revisadas antes de publicarse.
Lugares de este capítulo
- Judea · Hoy: Judea 1 · 31.777, 35.234 · versículos 1, 5
- Jerusalem · 31.777, 35.234 · versículo 5
- Jordan · Hoy: Jordan River · 31.761, 35.558 · versículos 5, 6, 13
- Galilee · 32.760, 35.527 · versículo 13
Solo aparecen lugares identificados con alta confianza (90 % o más según las fuentes académicas reunidas por OpenBible). Mapa de la época: DARE (Digital Atlas of the Roman Empire), CC BY 4.0; mapa actual: © colaboradores de OpenStreetMap; lugares: OpenBible.info (CC BY 4.0).
Créditos y licencia de esta traducción
ସତିଅର୍ ବାଟ୍ The New Testament in the Desiya language of India: ସତିଅର୍ ବାଟ୍ (Bible) copyright © 2020 The Word for the World International Language: ଦେଶିଆ (Desiya) Contributor: The Word for the World International ସତିଅର୍ ବାଟ୍ ନୁଆ ନିୟମ୍, 2020 The New Testament in Desiya Language The Word for the World International This translation is made available to you under the terms of the Creative Commons Attribution license 4.0. You may share and redistribute this Bible translation or extracts from it in any format, provided that: You include the above copyright and source information. If you make any changes to the text, you must indicate that you did so in a way that makes it clear that the original licensor is not necessarily endorsing your changes. Pictures included with Scriptures and other documents on this site are licensed just for use with those Scriptures and documents. For other uses, please contact the respective copyright owners. Note that in addition to the rules above, revising and adapting God's Word involves a great responsibility to be true to God's Word. See Revelation 22:18-19. 2023-04-08
Fuente: http://ebible.org/dso/ · eBible.org