Mateo 6
ସତିଅର୍ ବାଟ୍ · Toca un versículo para ver sus referencias cruzadas.
ଦାନ୍ ବିସଇନେଇ ସିକିଆ
1ଲକ୍ମନ୍କେ ଦେକାଇଅଇବାକେ ସବୁର୍ ମୁଆଟେ ନିକ କାମ୍ କରାନାଇ । ସେଟା କଲେ ସର୍ଗେ ରଇବା ତମର୍ ବାବାର୍ ଟାନେଅନି ପୁରୁସ୍କାର୍ ନ ପାଆସ୍ ।
2ତେବେ ଗଟେକ୍ ଗରିବ୍ ଲକ୍କେ ଦାନ୍ ଦେବା ବେଲେ କୁଟିଆଲ୍ମନର୍ ପାରା ଦେକାଇ ନ ଉଆ । ସେମନ୍ ଲକ୍ମନର୍ତେଇ ଅନି ଡାକ୍ପୁଟା ପାଇବାକେ ପାର୍ତନା ଗରେ ଆରି ସାଇ ମଜାଇ ଦାନ୍ଦରମ୍ ଦେକାଇବାଇ । ମୁଇ ସତ୍ କଇଲିନି ଜେ, ସେମନ୍ ଇତିଅନି ସେମନର୍ ବୁତି ପୁରାପୁରୁନ୍ ପାଇସାରି ଆଚତ୍ । 3ମାତର୍ ତମେ ଅବାବେ ରଇଲା ଲକ୍କେ ସାଇଜ କଲାବେଲେ, ଏନ୍ତାରି କରା, ଜେନ୍ତିକି ତମର୍ ଲଗର୍ ମଇତର୍ ମିସା ଏ କାତା ନାଜାନ । 4ତମର୍ ଏ ଦାନ୍ ଲୁଚ୍ତେ ଅଇରଇଲେ ମିସା ସବୁ ଦେକ୍ବା ବାବା ପର୍ମେସର୍ ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।
ପାର୍ତନା ବିସଇ ନେଇ ସିକିଆ
5ପାର୍ତନା କର୍ବା ବେଲେ କୁଟିଆଲ୍ ବିସ୍ବାସିମନର୍ ପାରା ଉଆନାଇ । କାଇକେ ବଇଲେ ସେମନ୍ ଲକ୍ମନ୍କେ ଦେକାଇ ଅଇବାକେ ପାର୍ତନା ଗର୍ମନ୍କେ ଆରି ଗାଉଁର୍ ମଜା ଡାଣ୍ଡେ ଟିଆ ଅଇକରି ପାର୍ତନା କର୍ବାକେ ମନ୍ କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ନିଜର୍ ନିଜର୍ ପୁରୁସ୍କାର୍ ପାଇଲାଇବେ । 6ମାତର୍ ତମେ ପାର୍ତନା କର୍ବାକେ ତମର୍ ବାକ୍ରାଇ ଜାଇ, କାକେ ନ ଦେକାଇଅଇତେ ପୁରିକରି କାପାଟ୍ ଡାବିଅଇଦିଆସ୍ ଆରି ନ ଡିସାଇ ଅଇବା ତମର୍ ସର୍ଗର୍ ବାବାର୍ ଲଗେ ପାର୍ତନା କରା । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମର୍ ବାବା ତମ୍କେ ପୁରୁସ୍କାର୍ ଦେଇସି ।
7ପାର୍ତନା କର୍ବା ବେଲେ ପର୍ମେସର୍କେ ବିସ୍ବାସ୍ ନ କର୍ବା ଲକ୍ମନର୍ ପାରା ଅରତ୍ ନଇଲା କାତା ତର୍କେ ତର୍ କଇ ଆଉଲି ନ ଉଆ, ବେସି ପର୍ ପାର୍ତନା କଲେ ସେ ପର୍ମେସର୍ ସୁନ୍ସି ବଲି, ସେମନ୍ ମନେ ବାବ୍ବାଇ । 8ସେମନର୍ ପାରା ଉଆ ନାଇ । ତମେ ମାଙ୍ଗ୍ବା ଆଗ୍ତୁ ଜାଇଟା ଦର୍କାର୍, ତମର୍ ସରଗର୍ ବାବା ପର୍ମେସର୍ ସେଟା ସବୁ ଜାନ୍ସି । 9ସେଟାର୍ ପାଇ ତମେ ଏନ୍ତାରି ପାର୍ତନା କର୍ବାର୍ ଆଚେ ।
ଏ ଆମର୍ ସରଗର୍ ବାବା,
ତମର୍ ସୁକଲ୍ ନାଉଁ ଡାକ୍ପୁଟା ପାଅ ।
10ତମର୍ ସାସନ୍ ଆସ । ସର୍ଗେ ତମର୍ ମନ୍ କଲାଟା ଜେନ୍ତାରି ସିଦ୍ ଅଇଲାନି,
ଏ ରାଇଜେ ମିସା ସେନ୍ତାରି ତମେ ମନ୍ କଲାଟା ସିଦ୍ ଅ ।
11ଆଜି ଆମ୍କେ ଦର୍କାର୍ ରଇଲା କାଦି କାଇବାକେ ଦିଆ ।
12ଆମର୍ ବିରଦେ ଦସ୍ କରିରଇବା ଲକ୍ମନ୍କେ
ଆମେ ଜେନ୍ତାର୍ କେମା କଲୁନି, ସେନ୍ତାରି ଆମର୍ ସବୁ ଦସ୍ କେମା କରା ।
13ବେସି କସ୍ଟ ରଇବା ପରିକା ଆମ୍କେ ମୁରଚ୍ବାକେ ଦିଆ ନାଇ,
ମାତର୍ କାରାପ୍ କାମେଅନି ରକିଆ କରା
ଜେନ୍ତିକି ତମର୍ ରାଇଜ୍, ତମର୍ ବପୁ,
ଆରି ଡାକ୍ପୁଟା ସବୁ ଜୁଗେଜୁଗେ ତମର୍ ଅଇକରି ରଅ । ଆମେନ୍ !
14“ତମର୍ ବିରଦେ ଦସ୍ କରିରଇବା ବିନ୍ ଲକ୍ମନ୍କେ ଜଦି ତମେ କେମା କର୍ସା, ତମର୍ ସରଗର୍ ବାବା ପର୍ମେସର୍ ମିସା ତମ୍କେ କେମା କର୍ସି । 15ମାତର୍ ତମେ ଜଦି ବିନ୍ ଲକ୍ମନ୍କେ କେମା ନ କରାସ୍, ସରଗର୍ ବାବା ମିସା ତମେ କରିରଇବା ପାପ୍ଦସ୍ କେମା ନ କରେ ।”
ଉପାସ୍ ରଇବା ବିସଇ ନେଇ ସିକିଆ
16“ଉପାସ୍ କର୍ବା ବେଲେ ଦରମ୍ ବଲି ଦେକାଇଅଇଲା ଲକର୍ ପାରା ବାଇରେ ସପାସୁତର୍ ଅଇବାଟା ଚାଡିଦେବାର୍ ନାଇ । ସେମନ୍ ଉପାସ୍ କଲୁନି ବଲି ଲକର୍ ଲଗେ ଦେକାଇ ଅଇବାକେ ସେନ୍ତାରି କର୍ବାଇ । ମୁଇ ତମ୍କେ ସତ୍ କଇଲିନି, ସେମନ୍ ଏନ୍ତି କର୍ବାର୍ ଲାଗି ନିଜର୍ ପୁରୁସ୍କାର୍ ସବୁ ପାଇଲାଇବେ । 17ମାତର୍ ତମେ ଉପାସ୍ କର୍ବା ବେଲେ, ମୁଣ୍ଡେ ଚିକନ୍ଲାଗାଇ ଅଇ ସପା ସୁତ୍ରା ରୁଆ । 18ଜେନ୍ତିକି ଉପାସ୍ କଲାସ୍ନି ବଲି ବିନ୍ ଲକ୍ମନ୍ ନାଜାନତ୍ । ମାତର୍ ତମର୍ ନ ଡିସ୍ବା ବାବା ସବୁ କାତା ଜାନେ । ତମେ ଲୁଚ୍ତେ ଜାଇଟା କର୍ସା, ସେଟା ଦେକି ତମ୍କେ ପୁରୁସ୍କାର୍ ଦେଇସି ।”
କରିରଇବା କାମ୍
। 19“ଏ ଦୁନିଆଇ ନିଜର୍ପାଇ ଦନ୍ ଅର୍ଜା ନାଇ । ଇତି ସଙ୍ଗଇଲା ଦନ୍ ଅଲ୍ମା କାଇ ଚିଲମ୍ ଦାର୍ସି ଆରି ଚର୍ମନ୍ କତି କାଣା କରି ଚରାଇନେବାଇ । 20ସର୍ଗେ ତମର୍ ପାଇ ଏନ୍ତାରି ଦନ୍ ଅର୍ଜି ସଙ୍ଗୁଆ । ତେଇ ଅଲ୍ମା ଆରି ଚିଲମ୍ ନ ଦାରେ । ଆରି ଚର୍ମନ୍ ମିସା କତି କାଣାକରି ଚରାଇ ନେଇ ନାପାରତ୍ । ଜାଗ୍ରତ୍ ! 21କାଇକେବଇଲେ ଜନ୍ଟାନେ ତମର୍ ଦନ୍, ତେଇସେ ତମର୍ ମନ୍ ।”
ଗାଗଡର୍ ଉଜଲ୍
22“ତମର୍ ଆଁକି ଅଇଲାନି ଗାଗଡର୍ ବତି । ଜେଡେବେଲା ଆଁକି ନିର୍ମଲ୍ ରଇସି, ତେବେ ତମର୍ ଗୁଲାଇ ଗାଗଡ୍ ମିସା ଉଜଲ୍ ବର୍ତି ଅଇରଇସି । 23ମାତର୍ ଜେବେ ତମର୍ ଆଁକି ନସିରଇସି, ତେବେ ସବୁ ଗାଗଡ୍ ଆନ୍ଦାର୍ ଅଇସି । ତେବର୍ପାଇ ତମର୍ ମନ୍ ବିତ୍ରର୍ ଉଜଲ୍ ଜେବେ ଆନ୍ଦାର୍ ଅଇସି, ତେବେ ସେ ଆନ୍ଦାର୍ କେଡେକ୍ ବଡ୍ ବିପଦ୍ ।”
ପର୍ମେସର୍ ଆରି ଦନ୍
24“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
25ଏଟାର୍ପାଇ ମୁଇ ତମ୍କେ କଇଲିନି, ବଁଚ୍ବାକେ କାଇଟା କାଇବୁବେ ? ଆରି ଗାଗଡର୍ ପାଇ କାଇଟା ପିନ୍ଦ୍ବୁ ? ବଲି ବାବି ଚିନ୍ତା କରାନାଇ । କାଦିର୍ତେଇଅନି ଜିବନ୍, ଆରି ବସ୍ତର୍ ତେଇଅନି ଗାଗଡ୍ ମୁକିଅ ଆଚେ ।
26ଚଡଇମନ୍କେ ଦେକା, ସେମନ୍ ନ ବୁନତ୍ କି ନ କାଟତ୍, କି କଲ୍କିତେଇ ନ ସଙ୍ଗଅତ୍, ଅଇଲେ ମିସା ସରଗର୍ ବାବା ସେମନ୍କେ କାଇବାପାଇ ଜାଗାଇଲାନି । ତମେ କାଇ ସେମନର୍ତେଇଅନି ମୁକିଅ ନୁଆସ୍ କି ? 27ବଁଚ୍ବା ପାଇ ବଲି ନିଜେ ଚିନ୍ତାକରି ବିକଲ୍ ଅଇ ଜେ ତାର୍ କଣ୍ଡେକ୍ ମିସା ବଁଚ୍ବା ଦିନ୍ ପାର୍ସି କି ? ନାଇ ନାପାରେ ।
28ବସ୍ତର୍ ପାଇ କାଇକେ ବିକଲ୍ ଅଇଲାସ୍ନି ? ଦେକା, ବନର୍ ପୁଲ୍ମନ୍ କେନ୍ତି ବଡ୍ଲାଇନି, ସେମନ୍ କାମ୍ଦାମ୍ କରତ୍ ନାଇ କି ନିଜର୍ ପାଇ ବସ୍ତର୍ ତିଆର୍ କରତ୍ ନାଇ, 29ମାତର୍ ମୁଇ ତମ୍କେ କଇଲିନି, ରାଜା ସଲ୍ମନ୍ ତାର୍ ସବୁ ଦନ୍ ସଁପତି ସଙ୍ଗ୍ ମିସା ଏ ପୁଲ୍ ପାରା ସୁନ୍ଦର୍ ବସ୍ତର୍ କେବେ ପିନ୍ଦି ନ ରଇଲା । 30ଆଜି ପଦାଇ ରଇଲା ଗାଁସ୍ କାଲିକେ ନ ମିସା ରଏ । କାଟିକରି ଜଇଟାନେ ପଡାଇଦେବାଇ । ଏଲେମିସା ତାକେ ପର୍ମେସର୍ ଏନ୍ତି ସୁନ୍ଦର୍ ବେସ୍ ଦେଇସି, ତେବେ ଏ ଅଲପ୍ ବିସ୍ବାସିମନ୍, ସେ ବାଇଦରେ ତମ୍କେ ଅଦିକ୍ ନିମାନ୍ ବସ୍ତର୍ ନ ଦେଏ କି ? ଦେଇସିସେ ।
31ଏଟାର୍ ପାଇ କାଇଟା କାଇବି ? ଆରି କାଇଟା ପିଇବି ? ଆରି କାଇଟା ଅଡ୍ବି ବଲି ଚିନ୍ତା କରାନାଇ । 32କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ମନ୍ ଏ ସବୁ କଜିବୁଲ୍ବାଇ । ଆରି ଏ ସବୁ ବିସଇ ଜେ ତମ୍କେ ଲଡା, ସେଟା ତମର୍ ସରଗର୍ ବାବା ଜାନେ । 33ମାତର୍ ତମେ ତାର୍ ରାଇଜ୍ ଆରି ସେ ତମର୍ଟାନେଅନି କାଇଟା ମନ୍ କଲାନି, ସେ ବିସଇ କଜା । ସେନ୍ତାର୍ କଲେ, ସେ ତମ୍କେ ଲଡାକେ ଆଇବା ସବୁ ବିସଇ ଜାଗାଇ ଦେଇସି । 34ଆରି, କାଲିକର୍ ପାଇ ଚିନ୍ତା କରାନାଇ, କାଇକେବଇଲେ କାଲିିକର୍ ଚିନ୍ତା କାଲିକେ କରା । ଜନ୍ ଦିନର୍ କସ୍ଟ, ସେଦିନର୍ପାଇ ଅଦିକ୍ ଅଇସି ।

¿Sabías que…?
Justicia en secreto y confianza
- Este capítulo forma parte del Sermón del Monte. Un registro de eventos fecha ese sermón en el año 28 d.C. y lo registra con una duración de un solo día.Fuentes: Sermon on the Mount · el propio texto bíblico
- Jesús dice que no se toque trompeta en las sinagogas y en las calles al dar a los necesitados, como hacen los hipócritas para ser honrados. También advierte contra orar en las esquinas para ser vistos y contra ayunar con el rostro desfigurado; en cambio, describe orar en un cuarto interior con la puerta cerrada y ayunar con la cabeza ungida y el rostro lavado.Fuentes: el propio texto bíblico
- Jesús dice que ni siquiera Salomón, con toda su gloria, se adornó como uno de los lirios del campo. Un artículo de diccionario explica que su nombre hebreo, Shelomoh, significa “Pacífico”, que era hijo de David y Betsabé, y que Natán lo llamó Jedidías, “amado del Señor”; su reinado se registra en 1 Reyes 1–11 y 2 Crónicas 1–9.Fuentes: el propio texto bíblico · Solomon
Notas escritas con ayuda de IA a partir de fuentes abiertas (Theographic Bible Metadata, CC BY-SA 4.0; Easton’s Bible Dictionary, dominio público) y revisadas antes de publicarse.
Créditos y licencia de esta traducción
ସତିଅର୍ ବାଟ୍ The New Testament in the Desiya language of India: ସତିଅର୍ ବାଟ୍ (Bible) copyright © 2020 The Word for the World International Language: ଦେଶିଆ (Desiya) Contributor: The Word for the World International ସତିଅର୍ ବାଟ୍ ନୁଆ ନିୟମ୍, 2020 The New Testament in Desiya Language The Word for the World International This translation is made available to you under the terms of the Creative Commons Attribution license 4.0. You may share and redistribute this Bible translation or extracts from it in any format, provided that: You include the above copyright and source information. If you make any changes to the text, you must indicate that you did so in a way that makes it clear that the original licensor is not necessarily endorsing your changes. Pictures included with Scriptures and other documents on this site are licensed just for use with those Scriptures and documents. For other uses, please contact the respective copyright owners. Note that in addition to the rules above, revising and adapting God's Word involves a great responsibility to be true to God's Word. See Revelation 22:18-19. 2023-04-08
Fuente: http://ebible.org/dso/ · eBible.org